ଏହି ବହିଟି ଉଭୟ ପ୍ରିଣ୍ଟ କପି ଏବଂ ଇ-ବୁକ୍(pdf) ମାଧ୍ୟମରେ ଉପଲବ୍ଧ ଅଟେ.
ଏହି ବହିରେ ରହିଛି
ପ୍ରଥମ
ଭାଗ - ଅଧିକାର ଓ ଦାଇତ୍ୱ
·
ଯୋଜନା କାହିଁକି ଏବଂ କାହାପାଇଁ
·
ଦୋଷ କାହାର? ତ୍ରୁଟି କେଉଁଠି?
·
ସମାଧାନ କେମିତି କରାଯିବ?
·
ଅଂଶଗ୍ରହଣକାରୀ ବ୍ୟବସ୍ଥା :
·
ନାଗରିକ ମନିଟରିଂ ଏବଂ ସାମାଜିକ ସମୀକ୍ଷା
·
ସାମାଜିକ ସଂଗଠନ ଭାଗିଦାରୀ:
·
ଟୋଲ ଫ୍ରି ନମ୍ବର ଏବଂ ଅଭିଯୋଗ ପ୍ରଣାଳୀ
·
ମିଡ଼ିଆ ପ୍ରଭାବ
·
ସୂଚନା ଅଧିକାର (RTI)
·
ଭିଜିଲାନ୍ସ ସହାୟତା
·
ଜନ ସ୍ୱାର୍ଥ ମାମଲା (PIL)
ଦ୍ଵିତୀୟ ଭାଗ - କିଛି ସରକାରୀ ଯୋଜନା
·
ମହାତ୍ମାଗାନ୍ଧି ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା
·
ମଧୁବାବୁ ପେନସନ ଯୋଜନା
·
ସାଧାରଣ ବଣ୍ଟନ ବ୍ୟବସ୍ଥା
·
ଭିନ୍ନକ୍ଷମ ଏବଂ ଦିବ୍ୟାଙ୍ଗ ମାନଙ୍କ ପାଇଁ ଯୋଜାନା
·
ବରିଷ୍ଠ ନାଗରିକଙ୍କ ପାଇଁ ଯୋଜନା ଏବଂ ହେଲ୍ପଲାଇନ୍
ବ୍ୟବସ୍ଥା
·
ସମନ୍ୱିତ ଶିଶୁ ବିକାଶ ଯୋଜନା ଓ ଅଙ୍ଗନୱାଡି
·
ଗାଁ କଲ୍ୟାଣ ସମିତି ଏବଂ ଏହାର ଗଠନ ଓ କାର୍ଯ୍ୟ
·
କୃଷି ଓ ଉଦ୍ୟାନ କୃଷି ସମ୍ବନ୍ଧୀୟ ଯୋଜନା
ପିଡିଏଫ କପି ବା ଇ-ବୁକ୍
ଅର୍ଡର୍ ଓ ଡାଉନଲୋଡ୍ କେମିତି କରିବେ
ଏହି ବହିର ପିଡିଏଫ କପି ବା ଇ-ବୁକ୍ ଅର୍ଡର୍ କଲେ ଏହାର pdf ଫର୍ମାଟ ମୋବାଇଲରେ ଡାଉନଲୋଡ୍ ହୋଇଯିବ ଏବଂ ୩୬ଘଣ୍ଟା ମଧ୍ୟରେ ଇ-ମେଲକୁ ମେଲ୍ କରିଦିଆଯିବ I ଏହାକୁ ଅର୍ଡର୍ କରିବାକୁ ତଳ ଫଟୋରେ କ୍ଲିକ୍ କରନ୍ତୁ, ଏହା Razor Pay ଏକାଉଣ୍ଟ୍ କୁ ନେଇଯିବ, ସେଠାରେ ଆପଣଙ୍କ ମୋବାଇଲ୍ ନମ୍ବର ଓ ଇ-ମେଲ୍ ଆଇ.ଡି ଦେଇ next ରେ କ୍ଲିକ୍ କଲେ ପେମେଣ୍ଟ୍ ହୋଇଯିବ ଏବଂ ତୁରନ୍ତ ଏହାର pdf ଫର୍ମାଟ୍ ଆପଣଙ୍କ ମୋବାଇଲରେ ସୋ- କରିବ ବା ଦେଖାଯିବ, ଏବେ ଏହାକୁ ଆପଣ ଡାଉନଲୋଡ୍ ଓ ସେଭ୍ କରିପାରିବେ I ୩୬ଘଣ୍ଟା ମଧ୍ୟରେ ଆପଣଙ୍କ ଇମେଲକୁ ଏହାର ପିଡିଏଫ କପି ଆକ୍ସେସ୍ ଲିଙ୍କ୍ ମେଲ୍ କରିଦିଆଯିବ I ଏହି ବହିର ପିଡିଏଫ କପି ବା ଇ-ବୁକ୍ ମୂଲ୍ୟ ୫୦ଟଙ୍କା ରଖାଯାଇଛି I ବହିର ପିଡିଏଫ କପି ବା ଇ-ବୁକ୍ ଅର୍ଡର୍ କରିବା ପାଇଁ ତଳେ ଦିଆଯାଇଥିବା ଫଟୋରେ କ୍ଲିକ କଲେ ଏହି ବହିର ପିଡିଏଫ କପିକୁ ଆପଣ ଅର୍ଡର କରିପାରିବେ I
ପ୍ରିଣ୍ଟ କପି କେମିତି କରିବେ
ଏହି ବହିର ପ୍ରିଣ୍ଟ କପି ଅର୍ଡର୍ କଲେ, ବହିଟି ଆପଣଙ୍କ ପାଖକୁ କୋରିୟର କିମ୍ବା ପୋଷ୍ଟାଲ ମାଧ୍ୟମରେ ଆପଣଙ୍କ ଠିକଣାରେ ପାଞ୍ଚଟି କାର୍ଯ୍ୟଦିବସ ମଧ୍ୟରେ ପଠାଇଦିଆଯିବ I ଏଏହି ବହିର ପ୍ରିଣ୍ଟ କପି ଅର୍ଡର୍ କରିବାକୁ ତଳ ଫଟୋରେ କ୍ଲିକ୍ କରନ୍ତୁ, ଏହା Razor Pay ଏକାଉଣ୍ଟ୍ କୁ ନେଇଯିବ, ସେଠାରେ ଆପଣଙ୍କ ମୋବାଇଲ୍ ନମ୍ବର ଓ ଇ-ମେଲ୍ ଆଇ.ଡି ସମ୍ପୂର୍ଣ୍ଣ ଠିକଣା, ପିନ କୋର୍ଡ, ଜିଲ୍ଲାର ନାମ ଦେଇ next ରେ କ୍ଲିକ୍ କଲେ ପେମେଣ୍ଟ୍ ହୋଇଯିବ I ଏହାପରେ ବହିଟି ଆପଣଙ୍କ ପାଖକୁ କୋରିୟର କିମ୍ବା ପୋଷ୍ଟାଲ ମାଧ୍ୟମରେ ଆପଣଙ୍କ ଠିକଣାରେ ପାଞ୍ଚଟି କାର୍ଯ୍ୟଦିବସ ମଧ୍ୟରେ ପଠାଇଦିଆଯିବ I ଏହି ବହିର ପ୍ରିଣ୍ଟ କପିର ମୂଲ୍ୟ ୧ ୪୦ଟଙ୍କା ରଖାଯାଇଛି, ଏଥିରେ ଆଉ କୌଣସି ପୋଷ୍ଟାଲ କିମ୍ବା କୋରିୟର ଚାର୍ଜ ଆପଣାକୁ ଏକ୍ସଟ୍ରା ଦେବାକୁ ପଡିବ ନାହିଁ I ବହିର ବହିର ପ୍ରିଣ୍ଟ କପି ଅର୍ଡର୍ କରିବା ପାଇଁ ତଳେ ଦିଆଯାଇଥିବା ଫଟୋରେ କ୍ଲିକ କଲେ ଏହି ବହିର ପ୍ରିଣ୍ଟ କପିକୁ ଆପଣ ଅର୍ଡର କରିପାରିବେ I
ଯଦି ଅନଲାଇନ୍ ପେମେଣ୍ଟ୍ କରିବାରେ କୌଣସି ଅସୁବିଧା ହେଉଛି ତେବେ 9238568825 ଏହି ନମ୍ବରରେ ଫୋନ୍ ପେ, ଗୁଗୁଲ୍ ପେ ବା ପେଟିଏମ୍ ମାଧ୍ୟମରେ ପେମେଣ୍ଟ୍ କରିପାରିବେ I ପେମେଣ୍ଟ କରିସାରିବା ପରେ ପେମେଣ୍ଟ୍ ସ୍ଲିପ୍, ବହିର ନାମ ଓ ଆପଣଙ୍କ ଇ-ମେଲ ଆଇ.ଡ଼ି, ସମ୍ପୂର୍ଣ୍ଣ ଠିକଣା ଏହି ନମ୍ବର ରେ ହ୍ଵାଟ୍ସଆପ୍ କରିଲେ ମଧ୍ୟ ବହିର ଡାଉନଲୋଡ ଲିଙ୍କ୍ କିମ୍ବା ପ୍ରିଣ୍ଟ କପି ଯାହା ଅର୍ଡର କରିଥିବେ ତାହା ଆପଣଙ୍କୁ ପଠାଇ ଦିଆଯିବ I
ଏହି ବହିଟି Amazonରେ ମଧ୍ୟ
ଉପଲବ୍ଧ ଅଟେ I ଯଦି amazonରୁ ଅର୍ଡର କରିବାକୁ ଚାହୁଁଛନ୍ତି ତେବେ ତଳେ ଦିଆଯାଇଥିବା Click to
Order in Amazonରେ କ୍ଲିକ କରନ୍ତୁ I